ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।…