Tag Archives: mrunal thakur

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର ମୋଷ୍ଟ ଟ୍ୟାଲେଣ୍ଟେଡ୍‌ ଗର୍ଲ ଭାବେ ପରିଚିତ। ନିକଟରେ ଅଭିନେତ୍ରୀଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି ତାଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ସୁଟିଂ କରିବାକୁ ଯାଉଥିବା ସମୟରେ କ୍ୟାମେରାରେ କଏଦ…

ଭାଲେଣ୍ଟାଇନ୍ ଡେ’ରେ ବିବାହ କରିବେ ଧନୁଷ-ମୃଣାଳ ଠାକୁର! ଜାଣନ୍ତୁ ସମ୍ପୁର୍ଣ୍ଣ ଖବର

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଧନୁଷ ଏବଂ ବଲିଉଡ୍ ଅଭିନେତ୍ରୀ ମୃଣାଳ ଠାକୁରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଦୀର୍ଘ ଦିନରୁ ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ ଗୁଜବ ଶୁଣାଯାଉଥିବା ବେଳେ, ଏବେ ସେମାନେ ବିବାହ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି।…

ଛାଡପତ୍ର ପରେ ପୁଣି ସୁପରଷ୍ଟାରଙ୍କୁ ଘାରିଲା ପ୍ରେମ ନିଶା, ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ଧନୁଷ ଓ ମୃଣାଲ ଠାକୁରଙ୍କ ସାଙ୍ଗରେ ଡେଟିଂ ଗୁଜବ ଚାଲିଛି। ଅଗଷ୍ଟ ୧ରେ ମୃଣାଲଙ୍କ ଜନ୍ମଦିନ ପାର୍ଟିରେ ଧନୁଷଙ୍କ ଉପସ୍ଥିତି ଏବଂ ମୁମ୍ବାଇରେ ‘ସନ୍ ଅଫ ସର୍ଦାର ୨’ର ସ୍ପେଶାଲ ସ୍କ୍ରିନିଂରେ ଦୁହିଁଙ୍କ ଘନିଷ୍ଠତା ଏହି ଗୁଜବକୁ ବଢ଼ାଇଛି। ଏକ୍ସରେ…

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ମୃଣାଲ, ଖୋଲି କହିଦେଲେ ସବୁକଥା

ମୁମ୍ବାଇ, ୦୪।୦୮: ଟିଭି ଇଣ୍ଡଷ୍ଟ୍ରିରୁ କ୍ୟାରିୟର ଆରମ୍ଭ କରି ବଲିଉଡରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ମୃଣାଲ ଠାକୁର ଅନ୍ୟତମ। ୨୦୧୨ରେ ଟିଭି ଧାରାବାହିକ ‘ମୁଝ୍‌ସେ କୁଛ୍‌ କେହତି ହେ ଖାମୋସିୟାଁ’ ଜରିଆରେ ସେ ଛୋଟ ପରଦାରେ ଡେବ୍ୟୁ କରିଥିଲେ।…

ମୃଣାଳଙ୍କୁ ଡେଟ୍‌ କରୁଛନ୍ତି ରାପର ବାଦ୍‌ଶାହା! ଦୀପାବଳି ପାର୍ଟିରେ ହାତରେ ହାତ ଛନ୍ଦି ବୁଲୁଥିବା ବେଳେ…

ବମ୍ବେ: ଲୋକପ୍ରିୟ ରାପର ବାଦ୍‌ଶାହା ପଡ଼ିଛନ୍ତି ପ୍ରେମରେ। ତାଙ୍କ ମନର ନାୟିକା ଆଉ କେହି ନୁହନ୍ତି ବରଂ ଅଭିନେତ୍ରୀ ମୃଣାଳ ଠାକୁର। ନିକଟରେ ଶିଳ୍ପା ସେଟ୍ଟୀଙ୍କ ଦୀପାବଳି ପାର୍ଟିରେ ହାତରେ ହାତ ଛନ୍ଦି ବୁଲୁଥିବାର ଦେଖାଯିବା ପରେ କିଛି ଏଭଳି ଚର୍ଚ୍ଚା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri