ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଜାହାଜରେ ଭାରତୀୟ…