ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍ ଯୋଗେ ଜଳ ଯୋଗାଣ ହୋଇନି ସେଠି କୂଅ ଓ ନଳକୂପ କିମ୍ବା ଚୁଆ ଭରସା। ଆଉ କିଛି…