ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି ସ୍ୱାଗତ କରିଥିଲେ । ସେ କଂଗ୍ରେସ…