Tag Archives: mukesh mahaling

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ (NH-୪୯) ମୟୂରଭଞ୍ଜ ଜିଲାକୁ ଯାଉଥିବା ସମୟରେ ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ନିକଟରେ…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ନିକୋଟିନ…

ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ: ଜାଣନ୍ତୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୭।୨:ଆୟୁଷ୍ମାନ ଯୋଜନାକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସାଢ଼େ ୩ କୋଟି ଲୋକଙ୍କୁ ଯୋଜନାରେ ସାମିଲ କରାଯିବ। ଆୟୁଷ୍ମାନ କାର୍ଡ ଛପା ଚାଲିଛି। ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri