ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ ଭୁବନେଶ୍ୱର,୫।୪(ସୁନିତ୍ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫଏସ୍ଏସ୍)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ ପାଇବେ। ହିତାଧିକାରୀମାନେ ଯେତିକି ଚାଉଳ ବର୍ତ୍ତମାନ ପାଉଛନ୍ତି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା (ଏମ୍ଏପିଓ୍ବାଇ)ରେ…