ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ କରି ଗଣଶିକ୍ଷା ମନ୍ତ୍ରୀ କହିଲେ ରାଜ୍ୟର… ଉମରକୋଟ,୧ା୪: ନବରଙ୍ଗପୁର ଜିଲା ଉମରକୋଟଠାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ପିଲାମାନଙ୍କୁ ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି କାର୍ଯ୍ୟକ୍ରମର...