ମୁମ୍ବାଇ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୫ର ଫାଇନାଲ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଜୁନ୍ ୩, ୨୦୨୫ରେ ଖେଳାଯିବ ବୋଲି ସଦ୍ୟତମ ରିପୋର୍ଟରୁ ଜଣାପଡ଼ିଛି।…