ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…
ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି ଚାରି ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲା ସମ୍ପର୍କରେ ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ…

