ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା
ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି ସହ ବୈଭବ ମଧ୍ୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରୁଛି । କିଙ୍ଗ୍ସ ସର୍କଲ୍ସ୍ଥିତ GSB…

