ପଞ୍ଜାବ କିଙ୍ଗ୍ସକୁ ଯିବା ପରେ ମୁହଁ ଖୋଲିଲେ ହାର୍ଦ୍ଦିକ, ଅଧିନାୟକତ୍ୱକୁ ନେଇ କଲେ ବଡ଼ ଖୁଲାସା: ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ, ୧୨।୧୧: ଆଇପିଏଲ ୨୦୨୭ ନିଲାମ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଏକ ବଡ଼ ଟ୍ରେଡ ଡିଲ ହୋଇଛି। ପଞ୍ଜାବ କିଙ୍ଗ୍ସର ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏବେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ହୋଇଛନ୍ତି। ଅନ୍ୟପଟେ…
ହାର୍ଦ୍ଦିକଙ୍କ ବିଦାୟ ପରେ ମୁମ୍ବାଇର ନୂଆ କ୍ୟାପ୍ଟେନ କିଏ? ଦୌଡ଼ରେ ୪ ବଡ଼ ନାଁ , ଜାଣନ୍ତୁ କିଏ ଅଛନ୍ତି ସବୁଠୁ ଆଗରେ…
ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସର ସାଥ ଛାଡ଼ିଛନ୍ତି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ଆଗାମୀ ଆଇପିଏଲ (ଆଇପିଏଲ ୨୦୨୭)ରେ ସେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ନଜର ଆସିବେ। ଟ୍ରେଡ ଜରିଆରେ ହାର୍ଦ୍ଦିକ ପଞ୍ଜାବର ହାତ ଧରିଛନ୍ତି। ତାଙ୍କ ବଦଳରେ ପଞ୍ଜାବର ଦ୍ରୁତ…
ଅର୍ଶଦୀପ ସିଂହଙ୍କ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେବା ଖବରକୁ ନେଇ ତାଙ୍କ ପିତା କହିଲେ ଏମିତି…
ନୂଆଦିଲ୍ଲୀ,୧୦।୧୧: ଏହା ନିଶ୍ଚିତ ଯେ ଆଇପିଏଲ (IPL) ୨୦୨୭ରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହ ନୂତନ ଦଳ ସହ ରହିବେ। କିଛି ଦିନ ପୂର୍ବରୁ ଆସିଥିବା ଖବର ଅନୁଯାୟୀ, ମୁମ୍ବାଇ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଦଳରେ ପଞ୍ଜାବ କିଙ୍ଗ୍ସରୁ ଅର୍ଶଦୀପ…
କନଫର୍ମ! ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇଯାଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା; ସେ ଆଉ ଏମଆଇ (MI) ପରିବାରର ଅଂଶ ନୁହଁନ୍ତି
ନୂଆଦିଲ୍ଲୀ,୮।୧୧: IPL 2027 ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟ୍ରେଡ (ଦଳ ବଦଳ) ବିଷୟରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନଥିଲେ ମଧ୍ୟ, ମୁମ୍ବାଇ ଇଣ୍ଡିଆନ୍ସର ଏକ ସୋସିଆଲ ମିଡିଆ ପୋଷ୍ଟ ଏହାକୁ ଏକପ୍ରକାର ନିଶ୍ଚିତ କରିଦେଇଛି। ମୁମ୍ବାଇ ଇଣ୍ଡିଆନ୍ସ ନିଜର ‘X’…
‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା ଜୋର ଧରିଛି। ସେ କେଉଁ ଦଳରେ ଯୋଗ ଦେବେ, ତାହା କେବଳ ସମୟ…
ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯିବା ନିଶ୍ଚିତ! ମୁମ୍ବାଇ ଇଣ୍ଡିଆନ୍ସ (MI) ପାଇଁ ଖେଳିବେ ଅର୍ଶଦୀପ; ଆସିଲା ଅଦଳବଦଳ ଚୁକ୍ତି ସମ୍ବନ୍ଧୀୟ ଅପଡେଟ
ନୂଆଦିଲ୍ଲୀ,୩।୧୧: ହାର୍ଦ୍ଦିକ ପାଣ୍ଡ୍ୟା ପଞ୍ଜାବ କିଙ୍ଗ୍ସକୁ ଯାଇପାରନ୍ତି। ହଁ, ଆପଣ ଠିକ ଶୁଣିଛନ୍ତି, ହାର୍ଦ୍ଦିକଙ୍କୁ ଅନ୍ୟ ଦଳକୁ ପଠାଇବା (ଟ୍ରେଡ) ପ୍ରକ୍ରିୟାରେ ହଠାf ପଞ୍ଜାବ ଫ୍ରାଞ୍ଚାଇଜ ସାମିଲ ହୋଇଯାଇଛି। ରିପୋର୍ଟ ଅନୁଯାୟୀ, ହାର୍ଦ୍ଦିକଙ୍କୁ ନେଇ ଏକ ଚୁକ୍ତି ଚୂଡ଼ାନ୍ତ କରିବା ନିମନ୍ତେ…
ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ନାହିଁ ହାର୍ଦ୍ଦିକ ପାଣ୍ଡ୍ୟା! IPL 2027 ନିଲାମ ପୂର୍ବରୁ ଆସିଲା ଏକ ଆଶ୍ଚର୍ଯ୍ୟଜନକ ଖବର
ନୂଆଦିଲ୍ଲୀ,୩୦।୧୦: IPL 2027 ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ସହିତ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ଜୋର ଧରିଛି। ଗତ ତିନି ସିଜିନ ଧରି ଦଳର ଅଧିନାୟକ ଭାବେ ଦାୟିତ୍ୱ ତୁଲାଇ ଆସୁଥିବା ହାର୍ଦ୍ଦିକଙ୍କୁ ଅନ୍ୟ ଦଳକୁ ପଠାଇବା (ଟ୍ରେଡ କରିବା)…
ମୁମ୍ବାଇ ଇଣ୍ଡିଆନ୍ସରେ ବଡ଼ ଅଦଳବଦଳ! କାହାକୁ ମିଳିଲା କେଉଁ ଦାୟିତ୍ୱ, ନାଁ ଜାଣିଲେ ହେବେ ଚକିତ
ନୂଆଦିଲ୍ଲୀ,୩୦।୧୦: ରବିନ ଉଥପ୍ପା ହେଲେ ମୁମ୍ବାଇ ଇଣ୍ଡିଆନ୍ସର ନୂଆ ବ୍ୟାଟିଂ କୋଚ। IPL ୨୦୨୭ ପାଇଁ ମୁମ୍ବାଇ ଦଳକୁ ମିଳିଛି ସମ୍ପୂର୍ଣ୍ଣ ନୂଆ କୋଚିଂ ଟିମ। କିଛି ଦିନ ପୂର୍ବରୁ ଦଳର ନୂଆ ହେଡ କୋଚ ଭାବେ ଦାୟିତ୍ୱ ନେଇଥିଲେ ଷ୍ଟାର୍…
IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ କଲା ବଡ଼ ପରିବର୍ତ୍ତନ, ମାଲିଙ୍ଗାଙ୍କ ସମେତ ୩ ପ୍ରମୁଖ ବ୍ୟକ୍ତିଙ୍କ ସହ ହଠାତ ସମ୍ପର୍କ ଛିନ୍ନ
ନୂଆଦିଲ୍ଲୀ,୨୯।୧୦: IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ ନିଜର କୋଚିଂ ଷ୍ଟାଫରେ ପରିବର୍ତ୍ତନ କରିଛି ଏବଂ ତିନିଜଣ କୋଚଙ୍କ ସହ ସମ୍ପର୍କ ବିଚ୍ଛିନ୍ନ କରିଛି। ଏମାନଙ୍କ ମଧ୍ୟରେ ସବୁଠାରୁ ଉଲ୍ଲେଖନୀୟ ନାମ ହେଉଛି ଲସିଥ ମାଲିଙ୍ଗା, ଯିଏ ଦଳର ବୋଲିଂ କୋଚ…
WPL Auction: ମୁମ୍ବାଇ ଇଣ୍ଡିଆନ୍ସ କାଙ୍ଗାଳ, ନିଲାମ ପୂର୍ବରୁ ଜାଣନ୍ତୁ, କେଉଁ ଦଳ ପାଖରେ କେତେ ଟଙ୍କା ରହିଛି
ନୂଆଦିଲ୍ଲୀ,୨୭।୧୦: WPL 2027 ନିଲାମ ଅକ୍ଟୋବର ୨୮ରେ କୋଚିରେ ଅନୁଷ୍ଠିତ ହେବ। ପଞ୍ଚମ ସିଜିନ ପୂର୍ବରୁ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଏବଂ ଏଥିରେ ଅଂଶଗ୍ରହଣ କରୁଥିବା ପାଞ୍ଚଟି ଦଳ ପାଖରେ ମୋଟ ୮.୧୫ କୋଟି ଟଙ୍କାର…
ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ ପ୍ରତି ଆଗ୍ରହ ଦେଖାଇଛନ୍ତି, ଦିଲ୍ଲୀ କ୍ୟାପିଟାଲ୍ସ ଏବେ ଏହି ତାଲିକାରେ ସାମିଲ ହୋଇଛି।…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍ ଉଡାଇ ଦେବ
ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍ ମାଧ୍ୟମରେ ହାର୍ଦ୍ଦିକଙ୍କୁ ଅଧିଗ୍ରହଣ କରିଥିଲା ଏବଂ ତାଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ସେ ଏକ ସମ୍ଭାବ୍ୟ…

