Tag Archives: Mumbai Indians

ମୁମ୍ବାଇ ଇଣ୍ଡିଆନ୍ସ IPL ଚାମ୍ପିଅନ୍‌ ହେବା ପକ୍କା! କ୍ୱାଲିଫାୟାର-୨ ଯୋଗୁ ବଦଳିଯାଇପାରେ…

ନୂଆଦିଲ୍ଲୀ,୧।୬: IPL ୨୦୨୫ ଏବେ ଶେଷ ପର୍ଯ୍ୟାୟରେ। ଏହି ସିଜିନରେ କେବଳ ୨ଟି ମ୍ୟାଚ୍‌ ବାକି ଅଛି। ସମସ୍ତଙ୍କ ନଜର ୧ ଜୁନରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍‌-୨ ମ୍ୟାଚ ଉପରେ ରହିଛି। ଏହି ମ୍ୟାଚ୍‌ରେ…

IPL 2025 Playoffs Schedule: ଆଇପିଏଲ୍‌ ପ୍ଲେ-ଅଫ୍‌ରେ କିଏ କାହାକୁ ଭେଟିବ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଲକ୍ଷ୍ନୌ, ୨୭।୫:ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ୍‌) ୨୦୨୫ର ମଙ୍ଗଳବାର ଅନୁଷ୍ଠିତ ଶେଷ ଲିଗ୍‌ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଅଧିନାୟକ ରିଷଭ ପନ୍ତଙ୍କ ଶତକ ସହାୟତାରେ ଲକ୍ଷ୍ନୌ ୨୦ ଓଭରରେ…

IPL 2025: ଦିଲ୍ଲୀକୁ ହରାଇ ପ୍ଲେଅଫରେ ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ, ୨୧।୫: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଆଇପିଏଲ ୨୦୨୫ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ୫୯ ରନରେ ଏକ ଦୃଢ଼ ବିଜୟ ହାସଲ କରି ପ୍ଲେଅଫରେ ଚତୁର୍ଥ ଓ ଅନ୍ତିମ ସ୍ଥାନ ସୁନିଶ୍ଚିତ କରିଛି। ଏହି ବିଜୟ ସହ ମୁମ୍ବାଇ ଗୁଜରାଟ…

IPL 2025: ଅପରେଶନ ସିନ୍ଦୁର ପରେ ଧର୍ମଶାଳାରୁ ମୁମ୍ବାଇକୁ ସ୍ଥାନାନ୍ତରଣ ହେଲା ଆଇପିଏଲ ମ୍ୟାଚ୍

ମୁମ୍ବାଇ, ୭।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ (ଆଇପିଏଲ ୨୦୨୫)ର ପଞ୍ଜାବ କିଙ୍ଗସ (ପିବିକେଏସ) ବନାମ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମ୍ୟାଚ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ଧର୍ମଶାଳାରୁ ସ୍ଥାନାନ୍ତର ହେବାର ସମ୍ଭାବନା ରହିଛି। ଭାରତ ଓ ପାକିସ୍ତାନ ମଧ୍ୟରେ…

ବଳାତ୍କାର ଅଭିଯୋଗରେ Mumbai Indiansର ପୂର୍ବତନ ଖେଳାଳିଙ୍କୁ ବାନ୍ଧିଲା ପୋଲିସ: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୫: ପୂର୍ବତନ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟର ଶିବାଲିକ ଶର୍ମାଙ୍କୁ ରାଜସ୍ଥାନର ଯୋଧପୁରର କୁଡି ଭଗତସୁନି ହାଉସିଂ ବୋର୍ଡ ପୋଲିସ ଗିରଫ କରିଛି। ଏହି ପୂର୍ବତନ IPL କ୍ରିକେଟରଙ୍କ ଉପରେ ତାଙ୍କର ଜଣେ ବନ୍ଧୁ ବଳାତ୍କାରର ଅଭିଯୋଗ ଆଣିଛନ୍ତି। ତାଙ୍କ ବିରୋଧରେ ଏହି…

IPL Cheerleader Salary: ଗୋଟିଏ ମ୍ୟାଚ୍‌ ପାଇଁ କେତେ ଟଙ୍କା ନିଅନ୍ତି ଚିୟରଲିଡର୍ସ: ଜାଣନ୍ତୁ କେଉଁ ଦଳ ଦିଏ ଅଧିକ ଟଙ୍କା

ନୂଆଦିଲ୍ଲୀ,୨୨।୪: IPL 2025ରେ ସମସ୍ତ ୧୦ଟି ଦଳ ସେମାନଙ୍କ ମ୍ୟାଚ ପାଇଁ ଚିୟରଲିଡର୍ସଙ୍କୁ ନିଯୁକ୍ତି ଦେଇଛନ୍ତି। ଏହା ପ୍ରତିବର୍ଷ ଘଟେ। ଏଥିରେ ବିଦେଶୀ ଯୁବତୀମାନେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। ଜଣେ ଚିୟରଲିଡର ପ୍ରତ୍ୟେକ ମ୍ୟାଚ ପାଇଁ କେତେ ଟଙ୍କା…

IPL 2025 ମଝିରେ ୩୩,୫୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକଙ୍କୁ ଭେଟିଲେ ପାଣ୍ଡ୍ୟା-ରୋହିତ

ଦୁବାଇ,୧୦।୪: ମୁମ୍ବାଇ ଇଣ୍ଡିଆନ୍ସ ପାଇଁ IPL 2025 ସିଜିନ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଖେଳାଯାଇଥିବା ୫ଟି ମ୍ୟାଚ ମଧ୍ୟରୁ ୪ରେ ପରାସ୍ତ ହୋଇଛି ଏବଂ ପଏଣ୍ଟ ଟେବୁଲରେ ଅଷ୍ଟମ ସ୍ଥାନରେ ଅଛି। IPL ମଝିରେ ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ…

ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର

ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ ମ୍ୟାଚ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଗୋଟିଏ ଓଭରରେ RCBର ୨ ଜଣ ବଡ଼ ବ୍ୟାଟ୍ସମ୍ୟାନଙ୍କ…

ଧୋନୀଙ୍କ ଭଳି ଖେଳୁଥିଲେ ହାର୍ଦ୍ଦିକ ପାଣ୍ଡ୍ୟା, ରାଗିଗଲେ ଆକାଶ ଅମ୍ବାନୀ; ପ୍ରତିକ୍ରିୟା Viral

ନୂଆଦିଲ୍ଲୀ,୫।୪: ଚଳିତ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଖରାପ ପ୍ରଦର୍ଶନ ଜାରି ରହିଛି। ଦଳ ଏହି ସିଜନରେ ୩ ମୁକାବିଲା ହାରି ସାରିଛି। ଏପ୍ରିଲ ୪ରେ ଲକ୍ଷ୍ନୌ ବିପକ୍ଷରେ ମୁମ୍ବାଇ ୧୨ ରନ୍‌ରେ ପରାଜିତ ହୋଇଥିଲା। ହେଲେ ଏହି ମ୍ୟାଚ୍‌ ମୁମ୍ବାଇ ଜିତିପାରେ…

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ହାତରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ସିଜିନର ତୃତୀୟ ପରାଜୟରେ ନିରାଶ ହୋଇଥିବା ପାଣ୍ଡ୍ୟା ମ୍ୟାଚ ପରେ ଭାବପ୍ରବଣ ଦେଖାଯାଇଥିଲା। ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଏଥିରେ ସେ…

Watch: ପ୍ରେମରେ ଉବୁଟୁବୁ ହାର୍ଦ୍ଦିକ ପାଣ୍ଡ୍ୟା: ଷ୍ଟାଡିୟମରେ ବସି ଚିୟର୍‌ କରୁଛନ୍ତି ଗର୍ଲଫ୍ରେଣ୍ଡ

ମୁମ୍ବାଇ,୧।୪: କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ଏକ ବଡ଼ ଲମ୍ଫ ମାରିଛି। ଦଳି ଦଶମ ସ୍ଥାନରୁ ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅଶ୍ୱିନୀ କୁମାର ତାଙ୍କର ଆଇପିଏଲ ଡେବ୍ୟୁ ମ୍ୟାଚ ଖେଳୁଥିବା…

ଡେବ୍ୟୁ ମ୍ୟାଚ୍‌ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍‌ରେ ମିଳିଲା ଉଇକେଟ୍‌

ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଏହି ମ୍ୟାଚ ସହିତ ଅଶ୍ୱିନୀ ତାଙ୍କର ଆଇପିଏଲ ଡେବ୍ୟୁ କରିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri