Tag Archives: Mumbai Indians

ମୁମ୍ବାଇ ଇଣ୍ଡିଆନ୍ସକୁ ବଡ଼ ଝଟକା, ଆଇପିଏଲ ୨୦୨୪ରୁ ବାଦ ପଡି ପାରନ୍ତି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା!

ନୂଆଦିଲ୍ଲୀ,୨୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୪ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ନିଯୁକ୍ତ କରିଛି। ହାର୍ଦ୍ଦିକ ରୋହିତଙ୍କ ବଦଳରେ ଏହି ଦାୟିତ୍ୱ ପାଇଥିଲେ, ମୁମ୍ବାଇକୁ ରୋହିତ ୫ ଥର ଆଇପିଏଲ ଚମ୍ପିୟାନ କରାଇଥିଲେ। ବର୍ତ୍ତମାନ ହାର୍ଦ୍ଦିକଙ୍କ ଫିଟନେସକୁ ନେଇ…

ରୋହିତଙ୍କ ସ୍ଥାନରେ କାହିଁକି ପାଣ୍ଡ୍ୟାଙ୍କୁ ଦିଆଗଲା ଅଧିନାୟକ ପଦ: ଏହା ପଛର କାରଣ କହିଲେ ଏବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୧୭।୧୨: ୨୦୨୪ ଇଣ୍ଡିଆନ ପ୍ରିମିୟର ଲିଗରେ ମୁମ୍ବାଇ ଇଣ୍ଡିଆନ୍ସ ଜର୍ସିରେ ରୋହିତ ଶର୍ମାଙ୍କ ଶେଷ ସିଜନ ହୋଇପାରେ। କାରଣ ଫ୍ରାଞ୍ଚାଇଜ ରୋହିତଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ଅଧିନାୟକ ଭାବରେ ନିଯୁକ୍ତ କରିଛି। ଏହି ଖବର ଆସିବା ପରଠାରୁ ସୋସିଆଲ ମିଡିଆରେ…

ରାଗରେ ନିଆଁବାଣ ପ୍ରଶଂସକ, କିଏ ଜଳାଉଛି ଟୋପି ତ କିଏ ଜର୍ସି

ନୂଆଦିଲ୍ଲୀ,୧୬।୧୨: ରୋହିତ ଶର୍ମାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବାକୁ କ୍ରିକେଟ ପ୍ରେମି ପସନ୍ଦ କରନ୍ତି ନାହିଁ। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ବିଭିନ୍ନ ଉପାୟରେ ଦଳ ବିରୋଧରେ ନିଜ ନିଜର ବିରୋଧ ଆରମ୍ଭ କରିଛନ୍ତି। ମୁମ୍ବାଇ ଦଳ…

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗେ ଦେବେ ହାର୍ଦ୍ଦିକ ପାଣ୍ଡ୍ୟା, ଡିଲ୍ ଫାଇନାଲ

ମୁମ୍ବାଇ,୨୬।୧୧: ଆଗାମୀ ଆଇପିଏଲ ସିଜିନ୍ ପାଇଁ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେବେ ହାର୍ଦ୍ଦିକ ପାଣ୍ଡ୍ୟା। କ୍ରିକବଜ୍ ରିପୋର୍ଟ ଅନୁଯାୟୀ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଏହା ଏକ ନଗଦ ଚୁକ୍ତି ଏବଂ ଏହି…

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ରାଜସ୍ଥାନ ରୟାଲ୍ସ ସହ ଯୋଡ଼ି ହେଲେ ଶେନ୍‌ ବଣ୍ଡ

ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର୍‌ ଶେନ୍‌ ବଣ୍ଡଙ୍କୁ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସର ସହାୟକ କୋଚ୍‌ ଏବଂ ଦ୍ରୁତ ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ମିଳିଛି। ଏହାପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ଥିଲେ। ନିଜର କ୍ରିକେଟ କ୍ୟାରିୟରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri