ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ସମସ୍ତ ୧୨ ଅଭିଯୁକ୍ତଙ୍କୁ… ନୂଆଦିଲ୍ଲୀ,୨୪ା୭: ୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲାରେ ୧୨ ଅଭିଯୁକ୍ତଙ୍କ ଦୋଷମୁକ୍ତ ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ଗୁରୁବାର ବମ୍ବେ ହାଇକୋର୍ଟର ନିଷ୍ପତ୍ତି ବିରୋଧରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ଦାୟର ଆବେଦନର ଶୁଣାଣି କରିଥିଲେ ସୁପ୍ରିମକୋର୍ଟ। ବାର୍...