ମୁମ୍ବାଇ ଆପଲ୍ ଷ୍ଟୋରରେ iPhone 17 କିଣିବାକୁ ମାରପିଟ୍, ଭିଡିଓ ଭାଇରାଲ
ମୁମ୍ବାଇ,୧୯।୯: iPhone 17 ସିରିଜ୍ ଶୁକ୍ରବାର ବିକ୍ରି ଆରମ୍ଭ ହେବା ସହ ମୁମ୍ବାଇର ବଣ୍ଡା-କୁର୍ଲା କମ୍ପ୍ଲେକ୍ସ୍ (BKC) ସ୍ଥିତ ଆପଲ୍ ଷ୍ଟୋର ବାହାରେ କ୍ରେତାମାନଙ୍କ ମଧ୍ୟରେ ଝଗଡ଼ା ହୋଇଛି। ଏକ ଭିଡିଓରେ ଦେଖାଯାଇଛି, ଗ୍ଲାସ୍-ଫ୍ରଣ୍ଟେଡ୍ ଷ୍ଟୋର ବାହାରେ କିଛି ଲୋକ ମାରପିଟ୍…
ଝିଅଙ୍କ ପ୍ରେମିକଙ୍କୁ ଭଲପାଇ ବସିଲେ ମହିଳା, ଫେରାର ହୋଇଯିବାକୁ କରିଥିଲେ ବଡ଼ ପ୍ଲାନ; ହେଲେ…
ମୁମ୍ବାଇ,୧୧।୯: ହସଖୁସିରେ ଜୀବନ ଚାଲିଥିଲା। ହେଲେ ଝିଅଙ୍କ ପ୍ରେମିକଙ୍କୁ ହୃଦୟ ଦେଇ ବସିଲେ ମହିଳା। ଏହାପରେ ଫେରାର ହୋଇଯିବାକୁ ଯୋଜନା ବି କଲେ। ହେଲେ ଆଉ କିଛି ଘଟିଗଲା। ସହରର ଗୋରେଗାଁ ଅଞ୍ଚଳରୁ ଏଭଳି ଏକ ଚାଞ୍ଚଲ୍ୟକର ମାମଲା ସାମ୍ନାକୁ ଆସିଛି।…
ବର୍ଷାରେ ମୁମ୍ବାଇ ବେହାଲ
ମୁମ୍ବାଇ, ୧୯ା୮: ଭୀଷଣ ବର୍ଷା ଯୋଗୁ ସୋମବାର ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ସହରର ଅନେକ ସ୍ଥାନ ବର୍ଷାପାଣିରେ ଜଳମଗ୍ନ ହୋଇଯାଇଥିବା ବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ବ୍ରିହନ୍ ମୁମ୍ବାଇ ମ୍ୟୁନିଶପାଲ କର୍ପୋରେଶନ (ବିଏମ୍ସି) ପକ୍ଷରୁ ସୋମବାର ସହରର…
ଘର ଟାଇଲ୍ସ ତଳେ ସ୍ୱାମୀଙ୍କୁ ସମାଧି ଦେଲା ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଥିଲା ହତ୍ୟାକାଣ୍ଡ
ନୂଆଦିଲ୍ଲୀ,୨୧।୭: ବଲିଉଡର ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଦୃଶ୍ୟମ’ର ଏକ ଦୃଶ୍ୟକୁ ମନେ ପକାଉଥିବା ଏକ ଚାଞ୍ଚଲ୍ୟକର ଘଟଣା ମହାରାଷ୍ଟ୍ରର ପାଲଘର ଜିଲାରେ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଜଣେ ମହିଳା ତାଙ୍କ ପ୍ରେମିକ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରି ଶବକୁ…
ମଝି ଆକାଶରେ ବନ୍ଦ ହୋଇଗଲା ଇଣ୍ଡିଗୋ ବିମାନ ଇଞ୍ଜିନ, ମୁମ୍ବାଇରେ…
ମୁମ୍ବାଇ,୧୬।୭: ଦିଲ୍ଲୀରୁ ଗୋଆ ଅଭିମୁଖେ ଯାଉଥିବା ଇଣ୍ଡିଗୋ ବିମାନ (ଫ୍ଲାଇଟ୍ ନମ୍ବର 6E 6271) ବୁଧବାର ରାତିରେ ଏକ ଇଞ୍ଜିନ୍ରେ ତ୍ରୁଟି ଯୋଗୁଁ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ରିପୋର୍ଟ ଅନୁଯାୟୀ, ବିମାନଟି ରାତି…
ମୁମ୍ବାଇରେ ଖୋଲିଲା ଟେସଲାର ପ୍ରଥମ ଶୋ’ରୁମ, ଗାଡ଼ିର ମୂଲ୍ୟ ଏତିକି ଲକ୍ଷ ଟଙ୍କାରୁ ଆରମ୍ଭ
ମୁମ୍ବାଇ,୧୫।୭: ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ ବଜାର ଭାରତରେ ଟେସଲା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବାଇରେ କମ୍ପାନୀର ପ୍ରଥମ ଶୋ’ରୁମ ଉଦ୍ଘାଟନ ହୋଇଛି, ଯେଉଁଠାରେ ଟେସଲାର ମଡେଲ ୱାଇ ଇଲେକ୍ଟ୍ରିକ ଗାଡ଼ିର ମୂଲ୍ୟ ୬୦ ଲକ୍ଷ ଟଙ୍କା (ପ୍ରାୟ…
ମୁମ୍ବାଇରେ ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ
ମୁମ୍ବାଇ,୧୮ା୧୨: ବୁଧବାର ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା…
ମୁମ୍ବାଇ ଉପକୂଳରେ ବୁଡ଼ିଲା ବୋଟ୍: ୪୦ ନିଖୋଜ
ମୁମ୍ବାଇ,୧୮ା୧୨: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ…
ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ
ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି ଲୋକ ଫସି ରହିଥିବା ଅନୁମାନ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ…
୩ ଦିନ ଧରି ଲଗାଣ ବର୍ଷା, ସୃଷ୍ଟି ହେଲା ବନ୍ୟା ସ୍ଥିତି
ମୁମ୍ବାଇ, ୨୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଯୋଗୁ ସହରର ବହୁ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଦେଖାଯାଇଛି। ମୁମ୍ବାଇ ଓ ଏହାର ଆଖପାଖ ସହର ଯଥା ପୁଣେ, ଠାଣେ ଓ ପାଲଘରକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…
ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର
ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ…
ସାମ୍ନାକୁ ଆସିଲା ବଡ଼ ସତ, ମହିଳାଙ୍କୁ ଦେଢ଼ କି.ମି. ଘୋଷାଡ଼ି ନେଇଥିଲେ ନେତାଙ୍କ ପୁଅ
ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍ଡବ୍ଲୁ କାର୍ ହିଟ୍ ଆଣ୍ଡ୍ ରନ୍ ମାମଲାରେ ପୋଲିସ୍ ଚକିତ କଲା ଭଳି ଖୁଲାସା କରିଛି । ସିସିଟିଭି ଫୁଟେଜ୍କୁ ତର୍ଜମା କରିବା ପରେ ପୋଲିସ୍ ଆଦାଲତରେ କହିଛି ଯେ, ଶିବସେନା ନେତାଙ୍କ ୨୪ ବର୍ଷୀୟ ପୁଅ…
Archives


