Tag Archives: Mumbai

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ…

ସାମ୍ନାକୁ ଆସିଲା ବଡ଼ ସତ, ମହିଳାଙ୍କୁ ଦେଢ଼ କି.ମି. ଘୋଷାଡ଼ି ନେଇଥିଲେ ନେତାଙ୍କ ପୁଅ

ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍‌ଡବ୍ଲୁ କାର୍‌ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ପୋଲିସ୍‌ ଚକିତ କଲା ଭଳି ଖୁଲାସା କରିଛି । ସିସିଟିଭି ଫୁଟେଜ୍‌କୁ ତର୍ଜମା କରିବା ପରେ ପୋଲିସ୍‌ ଆଦାଲତରେ କହିଛି ଯେ, ଶିବସେନା ନେତାଙ୍କ ୨୪ ବର୍ଷୀୟ ପୁଅ…

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା

ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଛି ପାଣିପାଗ…

ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: ଅଭିଯୁକ୍ତ ପୁଅ ଫେରାର, ବାପାଙ୍କୁ ଜାମିନ୍‌

ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍‌ଡବ୍ଲୁ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ଅଭିଯୁକ୍ତ ରାଜେଶ ଶାହାଙ୍କୁ ଜାମିନ୍‌ ମିଳିଛି । ସୋମବାର ମାମଲାର ଶୁଣାଣି କରି ସ୍ଥାନୀୟ କୋର୍ଟ ଶିବସେନା ଶିନ୍ଦେ ଗୋଷ୍ଠୀର ଏହି ନେତାଙ୍କ ଜାମିନ୍‌ ମଞ୍ଜୁର କରିଛନ୍ତି । ଏହି…

ପ୍ରବଳ ବର୍ଷା, ବାତିଲ୍‌ ହେଲା ୫୦ରୁ ଅଧିକ ବିମାନ

ମୁମ଼୍ବାଇ, ୦୮।୦୭: ମହାରାଷ୍ଟ୍ରର ରାଜଧାନୀ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ସକାଳୁ ପ୍ରବଳ ବର୍ଷା ହୋଇଥିଲା । ଫଳରେ ମୁମ଼୍ବାଇ ସହରର ଏବଂ ବସ୍ତି ଅଞ୍ଚଳର ରାସ୍ତାଘାଟରେ ପାଣି ଜମି ରହିଛି । ଗାଡ଼ି ମଟର ସ଼୍ବଭାବିକ ଭାବେ…

ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ୍‌

ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତିକ୍ରିୟା ରଖିଛନ୍ତି । ସେ ଏହି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ଯେ ଯେଉଁ ପର୍ଯ୍ୟନ୍ତ ମୁଁ ମୁଖ୍ୟମନ୍ତ୍ରୀ ଅଛି, ସେ…

ଗିରଫ ହେଲା କୋଟିପତି ଚୋର, ନାଁ ବଦଳାଇ କରିଥିଲା ବିବାହ

ମୁମ଼୍ବାଇ, ୬।୭: ବହୁଦିନ ଧରି ଚୋରି କରି ମୁମ଼୍ବାଇରେ ଅଏସ୍‌ କରୁଥିବା ଜଣେ କୋଟିପତି ଚୋରକୁ ଗିରଫ କରିଛି ଗୁଜୁରାଟ ପୋଲିସ । ଏହି ଚୋର ନାଁରେ ୧୯ଟି ଡକାୟତି ମାମଲା ରହିଛି । ବିଭିନ୍ନ ରାଜ୍ୟକୁ ଯାଇ ଚୋରି କରୁଥିବା…

ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ

ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ ସ୍ଥାନଗୁଡ଼ିକର ଯାଞ୍ଚ କରୁଛି। ତେବେ ଏଯାବତ ଡାକ୍ତରଖାନାରୁ ସେଭଳି କିଛି ସନ୍ଦେହଜନକ ମିଳିନାହିଁ। ରିପୋର୍ଟ…

ଆତ୍ମହତ୍ୟା କଲେ ଆଇଏଏସ୍‌ ଅଧିକାରୀଙ୍କ ଝିଅ, ମିଳିଲା ହାତ ଲେଖା ଚିଠି

ମୁମ଼୍ବାଇ, ୩।୬: ଦକ୍ଷୀଣ ମୁମ଼୍ବାଇର ଏକ ଦଶ ମହଲା କୋଠା ଉପରୁ ଡେଇଁ ଜଣେ ଆଇଏଏସ୍‌ ଅଧିକାରୀଙ୍କ ଝିଅ ଆତ୍ମହତ୍ୟା କରିଛନ୍ତି। ମହାରାଷ୍ଟ୍ର କ୍ୟାଡରର ଏହି ଆଇଏଏସ ଅଧିକାରୀଙ୍କ ଝିଅଙ୍କ ନାମ ଲିପି ବୋଲି ଜଣାପଡ଼ିଥିବା ବେଳେ ତାଙ୍କୁ ୨୭ ବର୍ଷ…

ଗୋଟିଏ ପରିବାରର ୪ ଭଉଣୀ ଭାଇ ନିଖୋଜ, ପତ୍ତା ପାଉନି ପୋଲିସ୍‌

ମୁମ଼୍ବାଇ, ୩।୬: ମହାରଷ୍ଟ୍ରର ରାଜଧାନୀ ମୁମ଼୍ବାଇରୁ ଗୋଟିଏ ପରିବାରର ୪ ଜଣ ଭଉଣୀ ଭାଇ ନିଖୋଜ ହୋଇଯାଇଛନ୍ତି। ୪ ଭଉଣୀ ଭାଇ ଘର ଛାଡ଼ି ଟ୍ରେନ୍‌ରେ ମଧ୍ୟପ୍ରଦେଶର ଗ଼୍ବାଲିୟର ସହର ଯାଇଥିଲେ। ସେଠାରେ ଟ୍ରେନ୍‌ରୁ ଓହ୍ଲାଇବା ପରେ ନିଖୋଜ ହୋଇଯାଇଥିଲେ। ଏନେଇ…

ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା ଜିତିଲେ ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ

ନୂଆଦିଲ୍ଲୀ,୯ା୩: ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା। ଶନିବାର ମୁମ୍ବାଇରେ ଥିବା ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ଏହି ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ବିଜେତା ପୋଲାଣ୍ଡର ମିସ୍ ୱାର୍ଲ୍ଡ ୨୦୨୨…

ରଣଜୀ ଟ୍ରଫି: ରେକର୍ଡ ୪୮ ତମ ଫାଇନାଲରେ ମୁମ୍ବାଇ, ଅଲରାଉଣ୍ଡର ଦେଖାଇଲେ ଦମ୍‌

ମୁମ୍ବାଇ,୪।୩: ଏକ ଇନିଂସ ଓ ୭୦ ରନ୍‌ରେ ହରାଇବା ସହି ରଣଜୀ ଟ୍ରଫି ୨୦୨୪ର ଫାଇନାଲରେ ପ୍ରବେଶ କରିଛି ମୁମ୍ବାଇ। ଏହା ସହ ଦଳ ୪୮ ଥର ପାଇଁ ରଣଜୀ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଇନିଂସରେ ୨୩୨ ରନ୍‌ ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?