SI ପରୀକ୍ଷା ଘୋଟାଲା: ମୋଷ୍ଟ ୱାଣ୍ଟେଡ୍ ଦଲାଲ ମୁନା ମହାନ୍ତି ଗିରଫ ଭୁବନେଶ୍ୱର,୧୬ା୧୦: ପୋଲିସ୍ SI ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ଓରଫ୍ ରିଙ୍କୁ ସମେତ ମୋଟ ୩ ଜଣଙ୍କୁ ଗିରଫ କରାଯାଇ...