ମାତ୍ର ୩୫୦୦ ଟଙ୍କା ପାଇଁ ଆତ୍ମହତ୍ୟା କରିଥିଲେ ମୁନାଓ୍ବାରଙ୍କ ମା’, କଷ୍ଟରେ ବିତିଥିଲା ପିଲାଦିନ ବମ୍ବେ: ବିଗ୍ବସ୍ ଯିବା ପରଠାରୁ ଚର୍ଚ୍ଚାରେ କମେଡିଆନ୍ ତଥା ପ୍ରତିଯୋଗୀ ମୁନାଓ୍ବାର। ସେ ନିଜର କବିତା, ସ୍ବଭାବକୁ ନେଇ ଦର୍ଶକଙ୍କ ମନ କିଣୁଛନ୍ତି। ସେ ଫାଇନାଲରେ ପ୍ରବେଶ କରିବା ନିଶ୍ଚିତ ବୋଲି କୁହାଯାଉଛି। ଏମିତିରେ ମୁନାଓ୍ବାରଙ୍କ ବିଷୟରେ ଅଧିକରୁ ଅଧିକ...