ଲାଞ୍ଚ ନେଇ ଧରାପଡ଼ିଲେ ପୌରପାଳିକା କର୍ମଚାରୀ, ଭିଜିଲାନ୍ସ ଏତିକି ଟଙ୍କା ଜବତ କରି…
ସୁନ୍ଦରଗଡ଼,୨୮ା୧୧(ଜୟନାରାୟଣ ମେଣ୍ଡୁଳି): ଓଡ଼ିଶା ଭିଜିଲାନ୍ସ ବୀରମିତ୍ରପୁର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟର ଇନ୍ଫ୍ରାଷ୍ଟ୍ରକ୍ଚର ଏକ୍ସପର୍ଟ ବୈବସତ ମନୁ ରାଉତଙ୍କୁ ପିଏମଏଓ୍ବାଇ-ଅର୍ବାନ ଯୋଜନାରେ ହିତାଧିକାରୀଙ୍କଠାରୁ ୩୦,୦୦୦ ଟଙ୍କା ଲାଞ୍ଚ ମାଗି ନେଉଥିବା ବେଳେ ଧରିଛି। ହିତାଧିକାରୀଙ୍କୁ ଘର ନିର୍ମାଣ ପାଇଁ ମୋଟ୍ ୨.୫…

