Tag Archives: murder

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମୃତ…

କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର

ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ ସକାଳେ କ୍ଷେତରେ କାମ କରିବା ପାଇଁ ଘରୁ ବାହାରିଥିଲେ। ତାଙ୍କ ସ୍ତ୍ରୀ ପୂଜା…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…

ସ୍ବାମୀ ସହ ମିଶି ପ୍ରେମିକଙ୍କୁ ହତ୍ୟା, ସ୍ପଷ୍ଟ ଦିବାଲୋକରେ ଛୁରୀ ଭୁସି…..

ମୁମ୍ବାଇ,୬।୩: ନାଗପୁର ଜିଲାର ଖପରଖେଡା ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ଦିନ ସ୍ପଷ୍ଟ ଦିବାଲୋକରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଖପରଖେଡା-କୋରାଡି ରାସ୍ତାରେ ଜଣେ ସ୍ୱାମୀ-ସ୍ତ୍ରୀ ଜଣେ ଯୁବକଙ୍କୁ…

ଯୁକ୍ତିତର୍କରୁ ତୁମୁଳ କାଣ୍ଡ, ପରିବାରର ୪ଜଣଙ୍କୁ ହତ୍ୟା କଲେ ପୁଅ

ଲକ୍ଷ୍ନୌ,୨।୩ : ଉତ୍ତର ପ୍ରଦେଶର ବହରାଇଚ ଜିଲାରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ରୂପାଇଡିହା ଥାନା ଅଞ୍ଚଳ ଅନ୍ତର୍ଗତ ବସନ୍ତପୁର ଉଦଲ (ରାମନଗର) ଗାଁରେ ରବିବାର ବିଳମ୍ବିତ ରାତିରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସାମାନ୍ୟ ବିବାଦକୁ ନେଇ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ବିବାଦ। ତାଙ୍କ ପୂର୍ବତନ ପତ୍ନୀ ସାନିଆ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି । ପଚରାଉଚରା ସମୟରେ, ଅଭିଯୁକ୍ତ ଚାଞ୍ଚଲ୍ୟକର ଖୁଲାସା କରିଛି । ପୋଲିସ ଅନୁଯାୟୀ, ଝିଅକୁ…

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା ପରେ ସୁଟକେଶରେ ପୁରାଇ ଫିଙ୍ଗିଦେଲେ ବୟଫ୍ରେଣ୍ଡ, ହାତରେ ଟାଟୁ…

ଚଣ୍ଡିଗଡ଼: ପଞ୍ଜାବର ବଥିଣ୍ଡା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବତୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ଏହା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ବଥିଣ୍ଡା ପୋଲିସ ରାସ୍ତା କଡ଼ରେ ଏକ ସୁଟକେଶ…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି ପଳାଉଥିବାର ଦୃଶ୍ୟ କଏଦ୍‌ ହୋଇଛି। ସତ୍ୟବ୍ରତ ପଛେ ପଛେ ପ୍ରେମିକା ଓ ଦିନେଶ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଘଟଣା ପଛର କାରଣ ଆଶ୍ଚର୍ଯ୍ୟଜନକ । ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ରୋଷେଇ କରିବାକୁ…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର ନିକଟରେ ଏକ ପରିତ୍ୟକ୍ତ ଟ୍ରଲି ବ୍ୟାଗରେ ଜଣେ ଯୁବତୀଙ୍କ ମୃତଦେହ ମିଳିଛି ।…

ପ୍ରେମରେ ଅନ୍ଧ! ବିବାହକୁ ବିରୋଧ କଲେ ବାପା-ମାଆ, ବିଷ ଇଞ୍ଜେକ୍ସନ ଦେଇଦେଲେ ଝିଅ

ହାଇଦ୍ରାବାଦ,୨୯।୧: ତେଲେଙ୍ଗାନାର ଭିକାରାବାଦ ଜିଲାର ବାନ୍ଥରାମ ମଣ୍ଡଳରେ ଜଣେ ଯୁବତୀ ତାଙ୍କ ପିତାମାତାଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରେମ ବିବାହକୁ ବିରୋଧ କରିବାରୁ ହତ୍ୟା କରିଥିବା ସୂଚନା ରହିଛି । ପୋଲିସର କହିବା ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri