ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ ବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସମ୍ପତ୍ତି ଉତ୍ତରାଧିକାରରୁ ଅଯୋଗ୍ୟତା…