ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ… ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ ସୁନା…