ଭୁବନେଶ୍ୱର,୯।୧: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି।…