ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ ଶଳା ମଧ୍ୟରେ କିଛି କଥାକୁ ନେଇ ପାଟିତୁଣ୍ଡ ହେବା ପରେ ଭିଣୋଇ ଶଳାକୁ…