ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା କରି ତାଙ୍କ ମୃତଦେହ କମ୍ପାନୀ ପରିସରରେ ଥିବା ପାଣି ଟାଙ୍କିରେ ଫିଙ୍ଗି ଦେଇଛନ୍ତି।...