Tag Archives: murder

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରସୁଗୁଡ଼ା ଲଖନପୁର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବୁର୍ଲା ଏମସିଏଲରେ…

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ କେନ୍ଦ୍ର କରି ସାନ ଭାଇ ମାଡ଼ରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି…

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର ନାୟକ(୨୯) ନାମକ ଜଣେ ଯୁବକ ନିଜର ଦାଦା ମାନସ ନାୟକ(୫୮)ଙ୍କୁ ଠେଙ୍ଗାରେ ପିଟି…

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ ବିଦ୍ୟାଳୟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି…

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ ଅଞ୍ଚଳରେ ଘଟିଥିବା କୁହାଯାଉଛି । ମହିଳାଙ୍କ ହତ୍ୟା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି…

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ…

ଯୌତୁକ ଦାବି ଅସହ୍ୟ ହେବାରୁ ଶେଷରେ ଜୀବନ ହାରିଲେ ଇଞ୍ଜିନିୟର ପତ୍ନୀ

ବେଙ୍ଗାଲୁରୁ,୨୯।୮: ମଙ୍ଗଳବାର ରାତିରେ କର୍ନାଟକର ବେଙ୍ଗାଲୁରୁର ସୁଦ୍ଦାଗୁଣ୍ଟେପାଲ୍ୟାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଏଠାରେ, ୨୭ ବର୍ଷୀୟା ଟେକ୍ନିସିଆନ ଶିଳ୍ପା ତାଙ୍କ ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିଲେ। ଯୌତୁକ ପାଇଁ ନିରନ୍ତର ନିର୍ଯାତନା ଯୋଗୁ ଶିଳ୍ପା ଆତ୍ମହତ୍ୟା କରିଥିବା ତାଙ୍କ…

ରାଜ୍ୟରେ ଅସୁରକ୍ଷିତ ମହିଳା, ଏହି ଜିଲାରେ ବଳାତ୍କାର ପରେ ବିଷ ପିଆଇ ଯୁବତୀଙ୍କୁ ହତ୍ୟା!

ନବରଙ୍ଗପୁର,୩।୮: ନବରଙ୍ଗପୁର ଜିଲାର କୋଷାଗୁମୁଡ଼ା ଥାନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କ ମୃତଦେହ ତାଙ୍କ ଘରଠାରୁ ଅଳ୍ପ ଦୂରରେ ଥିବା ପାଖ ପଡ଼ିଆରୁ ଉଦ୍ଧାର କରାଯାଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଯୁବତୀଙ୍କୁ ବଳାତ୍କାର ପରେ…

ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼

ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା ଜଣକ…

ସେକ୍ସ ଓ୍ବାର୍କର ପାଇଁ ମନା କରିବାରୁ ପ୍ରେମିକାଙ୍କୁ ମା’ ଭାଇଙ୍କ ସାମ୍ନାରେ ଏମିତି କଲେ ପ୍ରେମିକ

ବିଜୟଓ୍ବାଡା,୧୯।୭: ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଏକ ଲୋମଟାଙ୍କୁରା ଖବର ଆସିଛି, ଯେଉଁଠାରେ ଜଣେ ପୁରୁଷ ତାଙ୍କ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିଛନ୍ତି। କୁହାଯାଉଛି ଯେ ମହିଳା ପାର୍ଟନର ସେକ୍ସ ଓ୍ବାର୍କର ହେବାକୁ ମନା କରିବାରୁ ତାଙ୍କ ପୁରୁଷ ବନ୍ଧୁ ତାଙ୍କୁ ହତ୍ୟା କରିଛନ୍ତି।…

ଟେନିସ ଖେଳାଳି ରାଧିକ ଯାଦବଙ୍କ ପିତାଙ୍କ ସମ୍ପତ୍ତିର ମୂଲ୍ୟ ଜାଣିଲେ ଉଡିଯିବ ହୋସ୍‌! ପ୍ରତି ମାସର ଆୟ…

ଗୁରୁଗ୍ରାମ,୧୧।୭: ଗୁରୁଗ୍ରାମର ଟେନିସ ଖେଳାଳି ରାଧିକା ଯାଦବଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଅଭିଯୁକ୍ତ ବାପା ଦୀପକ ଯାଦବ ପୋଲିସ ସମ୍ମୁଖରେ ଅପରାଧ ସ୍ବୀକାର କରିଛନ୍ତି। ଦାବି କରାଯାଉଛି ଯେ ଦୀପକ ମଧ୍ୟ ହତ୍ୟାର କାରଣ ପ୍ରକାଶ କରିଛନ୍ତି। ଏହି ସମୟରେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri