Tag Archives: murder

ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…

କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି,…

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ…

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…

ହତ୍ୟାକାରୀ ସ୍ୱାମୀଙ୍କୁ ଫାଶୀ ଦଣ୍ଡାଦେଶ; ସ୍ତ୍ରୀ’ର ଗଳାକାଟି କରିଥିଲେ ହତ୍ୟା

ଭୁବନେଶ୍ୱର,୧ା୮: ୨୦୨୨ ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିବା ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସଂଜିତ ଦାସକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏସଡିଜେଏମ୍‌ କୋର୍ଟ। ପାରିବାରିକ ଅଶାନ୍ତିକୁ କେନ୍ଦ୍ର କରି ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ଦୋଷୀ ସଂଜିତ। ରିପୋର୍ଟ…

ପଡୋଶୀ ବୃଦ୍ଧଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧା ମୃତ, ଅଭିଯୁକ୍ତ ଗିରଫ

କୋକସରା,୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। କୋକସରା ଥାନା ଅନ୍ତର୍ଗତ ମାଝୀଗୁଡା ଗ୍ରାମର ଜଣେ ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି (୫୫) ବୁଧବାର ପାହାନ୍ତାରୁ ସବୁଦିନ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବାଲେଶ୍ୱର,୧୯ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିବା ସହ ତଦନ୍ତ ଜାରି ରହିଛି। ଘଟଣାରୁ…

ବାପାଙ୍କୁ ଟାଙ୍ଗିଆରେ ହାଣି ମାରିଦେଲେ ପୁଅ

ପାଇକମାଳ,୧୧ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ନିଜ ଘରେ ବାପା, ପୁଅ ଝଗଡ଼ା ହୋଇଥିଲେ। ଝଗଡ଼ା ବଢ଼ି ଯିବାରୁ ପୁଅ ବିଦ୍ୟାଧର ଅଜଗର ରାଗରେ ବାପା…

ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି ରାସ୍ତାରେ ଫିଙ୍ଗିଦେଲେ ପଡ଼ୋଶୀ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଜନୈକ ଅଭିଯୁକ୍ତ ଏକ କୁରାଢ଼ୀରେ ମହିଳାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାବୁଲି…

ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ

କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ…

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗାଁରେ। ଘଟଣା ଅନୁଯାୟୀ,ଉକ୍ତ ଗ୍ରାମର ଜୟନ୍ତ…

ସରସରା ହତ୍ୟାକାଣ୍ଡ: ଛତିଶଗଡ଼ରୁ ଧରା ହେଲେ ଜଣେ ଅଭିଯୁକ୍ତ, ଆଉ ଜଣେ ଏବେ ବି ଫେରାର

ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ଚାଲିଥିବାଳେ ବରଗଡ଼ ସଦର ଥାନା ଅର୍ନ୍ତଗତ ସରସରା ଗ୍ରାମରେ ସଂଘଟିତ ହତ୍ୟାକାଣ୍ଡର ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସରସରା ଗ୍ରାମର…

ପଶ୍ଚିମବଙ୍ଗରେ ପୁଣି ହିଂସା: ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ

କୋଲକାତା,୨୩ା୫: ମେ’ ୨୫ରେ ଷଷ୍ଠ ପର୍ଯ୍ୟାୟ ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଘଟିଛି। ରାଜ୍ୟର ନନ୍ଦିଗ୍ରାମରେ ଭାଜପା-ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ହିଂସା ଘଟିଥିବା ଖବର ଆସିଛି। ବୁଧବାର (୨୨ ମେ’) ରାତିରେ ନନ୍ଦିଗ୍ରାମରେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?