ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ିଦେଲେ ଦୁର୍ବୃତ୍ତ, ରକ୍ତ ଛିଟା ଦେଖି… ପାରଳାଖେମୁଣ୍ଡି,୮ା୬(ଗିରିଧାରୀ ପରିଚ୍ଛା): ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ। ମୃତକ ଜଣକ ହେଲେ ୬୦ ବର୍ଷୀୟ କାମ୍ବି ମଳିକ। ଗତ...