ଧରାପଡ଼ିଲେ ରସୁଲଗଡ଼ ବିଚ୍ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍କାଡ୍ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ...