ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ
ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…
୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…
ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…
ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ
ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ ନାଗ(୨୪) ଶନିବାର ବିଳମ୍ବିତ ରାତିରେ ପଥରରେ ଛେଚି ହତ୍ୟା କରିଛନ୍ତି। ସୂଚନାନୁସାରେ, ବୃନ୍ଦାମାଲ…
ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍ଙ୍କ ମୃତଦେହ ଜବତ, ପାଟିରୁ ବାହାରିଛି ରକ୍ତ, ୨ ରୁମ୍ମେଟ୍ ଅଟକ
ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍ଶିପ୍ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ମୃତକଙ୍କୁ ସନ୍ଦେହଜନକ ଅବସ୍ଥାରେ ଘର…
୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା
ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ ଅନ୍ୟ ୨ ଜଣଙ୍କ ସହ ଖେଳିବା ପାଇଁ ଶନିବାର ସନ୍ଧ୍ୟାରେ ଘରୁ ବାହାରି…
ପୋଖରୀ ହୁଡ଼ାରେ ପଡ଼ିଛି ମହିଳାଙ୍କ ମୃତଦେହ, ପ୍ରାଥମିକ ତଦନ୍ତବେଳେ ପୋଲିସ ପାଇଲା …
ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଶଙ୍କରା ଗଉଡ଼ପଡ଼ାରେ ଜଣେ ଆଦିବାସୀ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ଗୁରୁବାରୀ ମାଝୀ(୬୫)। ଗୁରୁବାର ସକାଳେ ଗଉଡ଼ପଡ଼ା ପୋଖରୀ ହୁଡ଼ାରେ ଏହି ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି…
କୁମୁଡ଼ ହତ୍ୟାକାଣ୍ଡ ଘଟଣା: ସିନ୍ ରିକ୍ରିଏସନ୍ ପରେ ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ
ଆନନ୍ଦପୁର,୧୪ା୧(ସୁଶାନ୍ତ କୁମାର ସାହୁ): ଜମିବାଡ଼ି ବିବାଦ ପାଇଁ କକାଙ୍କ ପରିବାର ସଂଘବଦ୍ଧ ଆକ୍ରମଣରେ ପୁତୁରାଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ କକା ଓ କକାପୁଅ ଭାଇ (ବାପ-ପୁଅ)ଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡ ଘଟଣାର ସିନ୍ ରିକ୍ରିଏସନ ପରେ ଘସିପୁରା ପୋଲିସ…
ବଡ଼ବାପାଙ୍କୁ ହତ୍ୟା କରି ମୃତଦେହ ପାଖରେ ଜଗି ରହିଲେ ପୁତୁରା, ସ୍ଥାନୀୟ ଲୋକେ ପହଞ୍ଚିବାରୁ…
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କରଡ଼ିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ବିକାରଗ୍ରସ୍ତ ପୁତୁରା ଜଣକ ବଡ଼ବାପାଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଏପରିକି ହତ୍ୟା କରିବା ପରେ ପୁତୁରା ଜଣକ…
ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା, ୨୪ ଘଣ୍ଟାରେ ଦ୍ୱିତୀୟ ଘଟଣା
ଢାକା,୬।୧: ବାଂଲାଦେଶରେ ଜଣେ ଦୋକାନ ମାଲିକଙ୍କ ପାଇଁ କାମ କରୁଥିବା ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ରିପୋର୍ଟ ଅନୁଯାୟୀ, ସୋମବାର ରାତି ପ୍ରାୟ ୧୦ ଟା ସମୟରେ ନରସିଙ୍ଗଡି ଜିଲାରେ…
ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍କସ୍ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…
ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର ମଧ୍ୟାହ୍ନରେ ପୂଜା ସାରି ଫେରୁଥିବା ବେଳେ ଥାନା ସମ୍ମୁଖରେ ଜଣେ ଯୁବକ ତାଙ୍କୁ ପେଚ୍କସ୍…
ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍ଏମ୍ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…
ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍ଏମ୍ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ…
ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…
ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ କୁମାର ତାଙ୍କର ୬୦ ବର୍ଷୀୟା ମା’ ବବିତା ଏବଂ ୬୨ ବର୍ଷୀୟ ବାପା ଶ୍ୟାମଲାଲଙ୍କୁ…
Archives


