ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍ ଦେଖୁଥିଲେ ସ୍ତ୍ରୀ ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ ବର୍ଷର ପୁଅକୁ ମଧ୍ୟ ଅନେକ ଛୁରାମାଡ଼ ଅବସ୍ଥାରେ ଉଦ୍ଧାର କରାଯାଇଛି। ପୋଲିସ ଡାକ୍ତରଙ୍କ…