ପାଟଣା,୩୧ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ନାଏକ ସାହିର ଜଣେ ୨୮ବର୍ଷ ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି…