ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ ଥାନାର ମୁଣ୍ଡାପଡ଼ା ଗ୍ରାମର ଶାନ୍ତନୁ ଝାଙ୍କର ( ୩୪) ଓ ବାସୁଦେବ ଝାଙ୍କର…