ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି… ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…