murdered to wife

ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ…

7 months ago