ହତ୍ୟା କରିବା ପରେ ବାଇକ୍ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…
ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା। ମାଟି ରାସ୍ତାପାର୍ଶ୍ୱରେ ଥିବା ଏକ ଖାଲରେ ୫୬ ବର୍ଷୀୟ ପାତିକା ମାତିଆଙ୍କ ମୃତଦେହ…
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ
ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ ଛୁରିରେ କାଟି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଶୂଳିଆପଦା…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ମଥୁରାସାହି ଗ୍ରାମରେ। ରମେଶ ବିନ୍ଧାଣୀ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ…
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ଜୟପାଟଣା,୨୭ା୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ…
ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…
ଇନ୍ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…
ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ ହୋଇଛି। ବିବାହ କରିବାକୁ ପ୍ରେମିକ ନିକଟରେ ପ୍ରେମିକା ଜଣକ ଜିଦ୍ କରିବାରୁ ଏପରି…
କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ
ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ରବିବାର ସକାଳେ…
ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ
ରାୟଗଡ଼ା,୧୬ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ ହୋଇଥିଲା। ରାୟଗଡ଼ା ପୋଲିସ ଶନିବାର ନିଜର ହ୍ବାଟ୍ସାପ୍ ମାଧ୍ୟମରେ ଗଣମାଧ୍ୟମକୁ ସୂଚନା ପ୍ରଦାନ…
ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…
ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି ଘଟଣାକୁ ନେଇ ଓଡ଼ଗାଁ ଆଦର୍ଶ ଥାନା କଦଳୀବନ୍ଧଠାରେ ଓଡ଼ଗାଁ ଶରଣକୁଳ ରାସ୍ତା ଅବରୋଧ…
ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…
ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ…
୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ…
ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ
ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…

