ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)। ସେ ଭିନଳା ଗାଁର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ପ୍ରତିଦିନ ପରି ପ୍ରଶାନ୍ତ କୁଣ୍ଡା...