ଗାଈ ସଂଗ୍ରହାଳୟ ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍ଚର ମ୍ୟୁଜିୟମ୍’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…