ମୁସ୍ତାକ ଅଲି ଟ୍ରଫିରେ ୨୧୪ ରନ: ପୁଣି ଥରେ ଟିମ ଇଣ୍ଡିଆରେ ସାମିଲ ହେବା ପାଇଁ ଦାବି ଜଣାଇଲେ ସୂର୍ଯ୍ୟକୁମାର ଯାଦବ
ନୂଆଦିଲ୍ଲୀ,୨୯।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଭାରତୀୟ ଦଳରେ ସାମିଲ ହେବା ପାଇଁ ଦାବିଦାର ହୋଇ ଉଭା ହୋଇଛନ୍ତି। ବର୍ତ୍ତମାନ ଚାଲିଥିବା ‘ସୟଦ ମୁସ୍ତାକ ଅଲି ଟ୍ରଫି’ରେ ସେ ମୁମ୍ବାଇ ଦଳର ନେତୃତ୍ୱ ନେଉଛନ୍ତି ଏବଂ…

