ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ
ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ ‘ଟାଇଟଲ ସ୍ପନ୍ସରସିପ’ (ମୁଖ୍ୟ ପ୍ରାୟୋଜକତ୍ୱ) ହାସଲ କରିଛି। ଏହି ଭାଗୀଦାରୀ ‘ବୋର୍ଡ ଅଫ…

