୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍ ୱାଇଫ୍ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ…