ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍
ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର...
”ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର”, ଏକସ୍ୱରରେ କହିଲେ ପଶ୍ଚିମ ଓଡ଼ିଶାର ଛାମୁଆ ନେତା
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା...
କିଏ କରିଥିଲା ନବ ଦାସଙ୍କ ହତ୍ୟା ? ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ ଦାବି
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ବରଗଡ଼ ଲୋକସଭା ସାଂସଦ ବଡ଼ ବୟାନ ଦେଇଛନ୍ତି।...
ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍...
ଫରେନସିକ ତଥ୍ୟକୁ ନେଇ ହଇଚଇ: ଦୀପାଳିଙ୍କ ଉପରେ ବଡ଼ ଅଭିଯୋଗ ଲଗାଇଲେ ମନ୍ତ୍ରୀ
ଝାରସୁଗୁଡ଼ା/ଭୁବନେଶ୍ୱର,୧୯ା୧(ଆଶିଷ ରଞ୍ଜନ ଦାଶ/ସୁନିତ୍ ମିଶ୍ର): ନବ ଦାସ ହତ୍ୟାକାଣ୍ଡ ନେଇ ରାଜ୍ୟ ଫରେନସିକ ସାଇନ୍ସ ରିପୋର୍ଟରେ ସାଙ୍ଘାତିକ ତଥ୍ୟ ସାମନାକୁ ଆସିଛି। ଏହି ରିପୋର୍ଟ ଅନୁଯାୟୀ ନବ ଦାସଙ୍କ ପଛରେ ଆସୁଥିବା ଗାଡ଼ିର ବାମ ପାର୍ଶ୍ୱରେ ୫ଟି ଗୁଳି ବାଜିଥିଲା।...
CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ
ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ...
Archives


