Tag Archives: naba das

ନବ ଦାସ ମୃତ୍ୟୁ ଘଟଣା, ଝିଅ ଦୀପାଳିଙ୍କ ଭାଷଣକୁ ନେଇ ବଢିଲାଣି ଚର୍ଚ୍ଚା!

ଭୁବନେଶ୍ୱର,୩୦।୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ଏହା ଭିତରେ ୩ ବର୍ଷ ପୂରଣ ହୋଇଗଲାଣି। ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ ଅଡ଼ିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜସ୍ତ୍ର ମନ୍ତ୍ରୀ ସୁରେଶ…

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍‌

ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ…

”ନବ ଦାସ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର”, ଏକସ୍ୱରରେ କହିଲେ ପଶ୍ଚିମ ଓଡ଼ିଶାର ଛାମୁଆ ନେତା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ ଷଡ଼ଯନ୍ତ୍ର। ପଶ୍ଚିମ ଓଡ଼ିଶାର ଛାମୁଆ ନେତା ଏକ ସ୍ୱରରେ ଏଭଳି ଦାବି କରିଛନ୍ତି। ଏହି ହତ୍ୟା କେବେଳ ଜଣେ ସାଧାରଣ ପୋଲିସ ଅଧିକାରୀ ନୁହେ ବରଂ ଏହା ପଛରେ…

କିଏ କରିଥିଲା ନବ ଦାସଙ୍କ ହତ୍ୟା ? ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ ଦାବି

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ବରଗଡ଼ ଲୋକସଭା ସାଂସଦ ବଡ଼ ବୟାନ ଦେଇଛନ୍ତି। ପ୍ରଦୀପ…

ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି।…

ଫରେନସିକ ତଥ୍ୟକୁ ନେଇ ହଇଚଇ: ଦୀପାଳିଙ୍କ ଉପରେ ବଡ଼ ଅଭିଯୋଗ ଲଗାଇଲେ ମନ୍ତ୍ରୀ

ଝାରସୁଗୁଡ଼ା/ଭୁବନେଶ୍ୱର,୧୯ା୧(ଆଶିଷ ରଞ୍ଜନ ଦାଶ/ସୁନିତ୍‌ ମିଶ୍ର): ନବ ଦାସ ହତ୍ୟାକାଣ୍ଡ ନେଇ ରାଜ୍ୟ ଫରେନସିକ ସାଇନ୍ସ ରିପୋର୍ଟରେ ସାଙ୍ଘାତିକ ତଥ୍ୟ ସାମନାକୁ ଆସିଛି। ଏହି ରିପୋର୍ଟ ଅନୁଯାୟୀ ନବ ଦାସଙ୍କ ପଛରେ ଆସୁଥିବା ଗାଡ଼ିର ବାମ ପାର୍ଶ୍ୱରେ ୫ଟି ଗୁଳି ବାଜିଥିଲା। ଗାଡ଼ିରେ…

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?