ବଲାଙ୍ଗୀରରେ ମା’ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ, ଦେବୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ବଲାଙ୍ଗୀର,୨୮ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଉତ୍ସାହ ଉଦ୍ଦୀପନାର ସହ ଗଣପର୍ବ ନୂଆଖାଇ ପାଳନ ଆରମ୍ଭ ହୋଇଛି। ବଲାଙ୍ଗୀର ସମଲେଶ୍ବରୀ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ଅନୁସାରେ, ଗୁରୁବାର ପୂର୍ବାହ୍ନ ୯ଟା ୪୭ରୁ ୧୧ଟା୧୧ମିନିଟ୍ ମଧ୍ୟରେ ପାରମ୍ପରିକ ରୀତିରେ ନବାନ୍ନ ଅର୍ପଣ କରାଯାଇଛି।...