ବାତ୍ୟା ଅର୍ଣ୍ଣବ: ଏହି ଜିଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା
ଭୁବନେଶ୍ବର,୨୬।୧୦: ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ପାଖେଇ ଆସୁଥିବା ବେଳେ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ନବରଙ୍ଗପୁର ଜିଲାରେ ଆସନ୍ତା ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ୨୭ ଓ ୨୮ରେ ସ୍କୁଲ…
ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….
ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା ଗାଁରେ ରବିବାର ଏହି ଘଟଣା ଘଟିଛି। ଗାଁର ରାଜୁ ଦଳେଇଙ୍କ ବର୍ଷକର ପୁଅ…
ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା
ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ ନିୟମିତ ତଦାରଖ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ପାପଡ଼ାହାଣ୍ଡି ବ୍ଲକ୍ ଅନ୍ତର୍ଗତ…
ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ
ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି…
୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ
ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି ଚନ୍ଦାହାଣ୍ଡି ଥାନା ଅଧିନସ୍ତ ଲୋଧୁଆ ପଡ଼ା ଗ୍ରାମ ନିକଟରେ ଅଟକେଇ ଥିଲେ ।…
ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି । ଗାଧୋଇବାକୁ ଯାଇଥିବା ବେଳେ ବୁଡି ଯାଇ ପ୍ରାଣ ହରାଇଛନ୍ତି…
୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ
ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ ଚାନ୍ଦାହାଣ୍ଡି ବ୍ଲକକୁ ୧୨ ଘଣ୍ଟିଆ ସମ୍ପୂର୍ଣ୍ଣ ‘ଅଖ ଚକ ବନ୍ଦ’ ଡାକରା ଦିଆଯାଇଛି…

