Tag Archives: Nabarangpur

ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ୩୧ ଖଣ୍ଡ, ମାଟିତଳୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ

ନବରଙ୍ଗପୁର,୨୫।୧୧(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳରୁ ଶନିବାର ଜଣେ ଯୁବତୀଙ୍କ ମୃତଦେହ ମାଟିତଳୁ ମିଳିଛି। ତାଙ୍କୁ ୩୧ ଖଣ୍ଡ କରି କାଟି ପ୍ରେମିକ ପୋତି ଦେଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ରାଇଘର ପୋଲିସ ମାଟିତଳୁ…

ବିପଦସଙ୍କୁଳଭାବେ ଗାଡ଼ିରେ ନିଆଯାଉଛି ଜିନିଷ,ସାଇଡ ଦେଲାବେଳକୁ ଘଟୁଛି ଦୁର୍ଘଟଣା

ତେନ୍ତୁଳିଖୁଣ୍ଟି, ୨।୧୧(ଚିଦାନନ୍ଦ ସାହୁ):ତେନ୍ତୁଳିଖୁଣ୍ଟି ବ୍ଲକର ୧୦ରୁ ଅଧିକ ଚାଉଳ ମିଲ ରହିଛି। ସେଠାରୁ ଖୁଲୁମଖୁଲାଭାବେ ଦିନରେ କୁଣ୍ଡା ଚାଲାଣ ହେଉଛି। ଆନ୍ଧ୍ର, ତେଲେଙ୍ଗାନା, ଝାଡ଼ଖଣ୍ଡକୁ ଓଭରଲୋଡିଂ କରି କୁଣ୍ଡା ଚାଲାଣ କରାଯାଉଛି। ମୁଖ୍ୟ ରାସ୍ତାରେ ଯାତାୟାତବେଳେ ଗାଡ଼ିକୁ ସାଇଡ ଦେଲାବେଳକୁ ଦୁର୍ଘଟଣା…

ପର୍ଯ୍ୟଟନ କ୍ଷେତ୍ରରେ ନବରଙ୍ଗପୁରକୁ ଉପେକ୍ଷା: ଜିଲାର ପର୍ଯ୍ୟଟନସ୍ଥଳୀକୁ ମିଳୁନି ଇକୋ ଟୁରିଜମ୍‌ ମାନ୍ୟତା

ନବରଙ୍ଗପୁର, ୨।୧୧ (ସଦାଶିବ ପ୍ରହରାଜ): ପ୍ରାକୃତିକ ପ୍ରାଚୁର୍ଯ୍ୟ ଭରା ନବରଙ୍ଗପୁର ଜିଲାରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଭିତ୍ତିଭୂମିର ଅଭାବ ନାହିଁ। କିନ୍ତୁ ଯେଉଁ ହାରରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେବା କଥା ସେହି ଅନୁଯାୟୀ ବିକାଶ ହୋଇପାରୁ ନାହିଁ। ଆଦିବାସୀ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍‌ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ୨୦୧୮ ଅଗଷ୍ଟ ୧୬…

ବଳାତ୍କାର ପରେ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା

ଜୟପୁର,୨୪।୧୨(ଡି.ଏନ.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଧରିବାରେ ବିଫଳ ହୋଇଛି। ଏହାକୁ ବିରୋଧ କରି ଜୟପୁରଠାରେ ସିପିଆଇ ଜିଲା ଶାଖା ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକ ପ୍ରତିମୂର୍ତ୍ତି ସମ୍ମୁଖରେ କାର୍ଯ୍ୟାନୁଷ୍ଠାନ…

ପରିସ୍ରା ଯିବା ବାହାନା ଦେଖାଇ କଏଦୀ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି, ୧୨।୧୧(ବି.ପ୍ର/ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ବିଚାରଧୀନ କଏଦୀ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ତାଙ୍କ ନାମ ଅରୁଣ ହରିଜନ। ତାଙ୍କ ଘର ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ପଠାନଗୁଡା ବୋଲି ଜଣାପଡିଛି। ତାଙ୍କ ନାଁ ୩ଟି ମାମଲା…

Jhadkusumi villagers fume over drinking water woes

Residents of Jhadkusumi village under Papadahandi block in Nabarangpur district Thursday blocked National Highway – 26 over drinking water issues affecting their village. Communication between Nabarangpur and Kalahandi has come…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?