ଏହି କାରଣ ପାଇଁ ଦଳରୁ ବିଦା ହେଲେ ଏନ୍ଏସି ଉପାଧ୍ୟକ୍ଷ
ପାଟଣାଗଡ଼,୨୩ା୧(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମେହେରଙ୍କୁ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ବିଜୁ ଜନତା ଦଳ ପକ୍ଷରୁ ତାଙ୍କୁ ପତ୍ରସଂଖ୍ୟା ୩୦/୧/ଏସ୍ବି/ବିଜେଡି/୨୦୨୬ରେ ତାଙ୍କୁ ଦଳର ଉପସଭାପତି ପ୍ରତାପ ଜେନା ବହିଷ୍କୃତ କରିଛନ୍ତି। ପ୍ରକାଶ ଯେ,…


