କଳ୍କୀ ପାର୍ଟ-୨’ରେ ଆସିବ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଚକ୍ରର ଝଡ଼… ନୂଆଦିଲ୍ଲୀ,୨୯।୬: ବଡ଼ ପରଦାରେ ଦର୍ଶକଙ୍କ ମନ ଜିଣୁଛି ରିବେଲ ଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷିତ ସିନେମା ‘କଳକୀ ୨୮୯୮ ଏଡି’। ମହାଭାରତ ଯୁଦ୍ଧର ଶେଷ ମୁହୂର୍ତ୍ତରୁ ଆରମ୍ଭ ହୋଇଛି ସିନେମାର କାହାଣୀ।। ଯେତେବେଳେ ଭଗବାନ କୃଷ୍ଣ ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର...