ନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତ ଯାଜପୁର,୧୦ା୫(ହର୍ଷବର୍ଦ୍ଧନ ବେହେରା): ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଆଦିବାସୀ ବହୁଳ ସୁକିନ୍ଦା ବ୍ଲକର ଭାଗ୍ୟ ବଦଳେ ନାହିଁ। ଯାହାର ଉଦାହରଣ ଏବେ ବି ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ...